www.samajalive.in
Saturday, December 6, 2025
23.1 C
Bhubaneswar

କଲ୍ୟାଣ ଚୌବେ ଏଆଇଏଫଏଫର ନୂତନ ଅଧ୍ୟକ୍ଷ; ବାଇଚୁଙ୍ଗ ଭୂତିଆ ବିଶାଳ ବ୍ୟବଧାନରେ ପରାସ୍ତ

ନୂଆଦିଲ୍ଲୀ: କଲ୍ୟାଣ ଚୌବେ ଅଖିଳ ଭାରତୀୟ ଫୁଟବଲ ମହାସଂଘ(ଏଆଇଏଫଏଫ)ର ନୂଆ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛିନ୍ତି। ଭାରତୀୟ ଦଳର ପୂର୍ବତନ ଅଧିନାୟକ ବାଇଚୁଙ୍ଗ ଭୂତିଆଙ୍କୁ ପରାସ୍ତ କରି ଅଧ୍ୟକ୍ଷ ପଦ ଜିତିଛନ୍ତି ଚୌବେ। ଚୌବେ ଭୂତିଆଙ୍କୁ ୩୩-୧ ବ୍ୟବଧାନରେ ପରାସ୍ତ କରିଛନ୍ତି। ଅଖିଳ ଭାରତୀୟ ଫୁଟବଲ ମହାସଂଘର ୮୫ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଜଣେ ପୂର୍ବତନ ଖେଳାଳି ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ୪୫ ବର୍ଷୀୟ କଲ୍ୟାଣ ଚୌବେ ମୋହନ ବାଗାନ ଏବଂ ପୂର୍ବ ବଙ୍ଗର ପୂର୍ବତନ ଗୋଲକିପର।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories