www.samajalive.in
Saturday, December 6, 2025
15.1 C
Bhubaneswar

ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହ ଡାକ୍ତରଖାନାରେ ଭର୍ତ୍ତି, ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ: ବରିଷ୍ଠ ବିଜେପି ନେତା ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଶରୀର ଅଚାନକ ଭାବେ ଫୁଲିବାରୁ ତାଙ୍କୁ ଶନିବାର ରାତିରେ ଲକ୍ଷ୍ନୌ ସ୍ଥିତ ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କଲ୍ୟାଣ ସିଂହଙ୍କ ଡାକ୍ତରଖାନାରେ ଭର୍ତ୍ତି ହେବା ଖବର ଶୁଣି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆଜି ତାଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି।

ଗତବର୍ଷ ସେପ୍ଟେମ୍ବର ମାସରେ ଶ୍ରୀ ସିଂହ କରୋନାରେ ମଧ୍ୟ ଆକ୍ରାନ୍ତ ହୋଇଥିଲେ। ଏହାପରେ ଚିକିତ୍ସାର କିଛି ଦିନ ପରେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ୧୯୯୧ ମସିହାରେ କଲ୍ୟାଣ ସିଂହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ହୋଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories