www.samajalive.in
Wednesday, December 10, 2025
26.1 C
Bhubaneswar

କଲ୍ୟାଣସିଂହପୁର ବ୍ଲକରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ କରାଯାଇଛି। ଏହି ଅବସରରେ ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡ଼ିଓ ସୁଧାକର ରଇତଙ୍କ ଦ୍ବାରା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବଳରାମ ପାତ୍ର ସମେତ ବ୍ଲକ କର୍ମଚାରୀ, ଓ ଗ୍ରାମବାସୀ ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ। ବିନିଶପୁର ସହୀଦ ପୀଠରେ ବିନିଶପୁର ଗାଁର ବୟୋଜ୍ୟେଷ୍ଠ ଗରିଆ ୱାଡ଼କାଙ୍କ ଦ୍ବାରା ପତାକା ଉତ୍ତୋଳନ କରିଥିଲେ।

 

- Advertisement -

ବ୍ଲକର ପ୍ରତ୍ୟେକ ସରକାରୀ ବେସରକାରୀ ଶିକ୍ଷା ଅନୁଷ୍ଠାନରେ ପ୍ରଧାନ ଶିକ୍ଷକ, କ୍ଳବ, ତହସିଲ କାର୍ଯ୍ୟାଳୟ ତହସିଲଦାର ଦେବାଶିଷ କର, ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଶାଖା ପରିଚାଳକ ବିନୟ ପୁରୋହିତ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଚିନ୍ମୟ ଲିମା, ବନାଞ୍ଚଳ କାର୍ଯ୍ୟାଳୟରେ ରେଞ୍ଜର ଚନ୍ଦନ ଗମାଙ୍ଗ, ଥାନା ଅଧିକାରୀ ସୁକୁମା ହାଂସୁଦ, ସିଆରପିଏଫ ଆସିଷ୍ଟାଣ୍ଡ କମାଣ୍ଡେଣ୍ଟ ଭି.କ୍ରିଷ୍ଣା ରାଓ, ଡାକ ଘରେ ବଚ ବେହେରା ,ମହାବିଦ୍ୟାଳୟରେ ଅଧକ୍ଷ ଯୋଗେଶ୍ୱର ଗରଡ଼ା ପ୍ରମୁଖ ପତାକା ଉତ୍ତୋଳନ କରିଥିଲେ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories