www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀ ଜଗନ୍ନାଥଙ୍କ ମତ୍ସ୍ୟ ଅବତାର

କଲ୍ୟାଣସିଂହପୁର : ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକରେ ଶ୍ରୀ ଜଗନ୍ନାଥଙ୍କ ମତ୍ସ୍ୟ ଅବତାର ଦେଖିବା ପାଇଁ ଭକ୍ତଙ୍କ ଭିଡ଼ ଲାଗିଥିବା ଦେଖିବାକୁ ମିଳିଛି । ଶ୍ରୀ ଜଗନ୍ନାଥ ,ଭାଇ ବଳଭଦ୍ର ଭଉଣୀ ସୁଭଦ୍ରାଙ୍କୁ ନେଇ ମାଉସୀ ଗୁଣ୍ଡିଚାରାଣୀଙ୍କ ଘରକୁ ଆସି ପ୍ରଥମ ଦିନରେ ଶ୍ରୀ ଜଗନ୍ନାଥ ମତ୍ସ୍ୟ ଅବତାର ଧାରଣ କରିଛନ୍ତି । ଆଜି ସକାଳୁ ସେବାୟତ ମାନେ ଶ୍ରୀଜୀଉଙ୍କୁ ସକାଳୁ ଅବକାଶ ନୀତି,ପୂଜାପାଠ କରିବା ପରେ ସେବାୟତ ମାନେ ଶ୍ରୀ ବଳଭଦ୍ର, ମାଆ ସୁଭଦ୍ରାଙ୍କୁ ସଜ କରିବା ପରେ ଶ୍ରୀ ଜଗନ୍ନାଥଙ୍କୁ ମତ୍ସ୍ୟ ଅବତାର ସୁସଜ୍ଜିତ କରିଥିଲେ । ପୁଣି ଧୂପଦୀପ, ନୈବେଦ୍ୟ ପରେ ଦ୍ୱାର ଖୋଲା ଯାଇଥିଲା । ଏହି ଅବତାରକୁ ଦର୍ଶନ କରିବା ପାଇଁ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗିଥିଲା ।ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା ରହିଥିବା ମନ୍ଦିର ପରିଚାଳନା କମିଟିର ସଭାପତି ନରସିଂହ ପାଢ଼ୀ କହିଛନ୍ତି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories