www.samajalive.in
Saturday, December 6, 2025
23.1 C
Bhubaneswar

ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତରେ ଥିବା ସରକରୀ ଉଚ୍ଚ ବିଦ୍ୟାଳୟରେ  ଧୁମଧାମରେ ବୀର ସୁରେନ୍ଦ୍ର ସାଏ ଓ ୧୨୭ ତମ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଛି। ଛାତ୍ରଛାତ୍ରୀ ମାନେ ଦୁଇ ମହାନ ସ୍ବାଧୀନତା ସଂଗ୍ରାମୀ ତଥା ମୁକ୍ତି ସଂଗ୍ରାମର ଅବିସ୍ମରଣୀୟ ଯୋଦ୍ଧା ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବରରରେ ତାଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ,ଧୂପ ଦେଇ ଜୀବନୀ ବିଷୟରେ ପ୍ରତିଯୋଗିତା କରିଥିଲେ ।ଏହା ପରେ ଛାତ୍ରଛାତ୍ରୀ ମାନେ ଏକ ଶୋଭାଯାତ୍ରାରେ ବାହାରି ଶିକରପାଇ ଛକରେ ଥିବା ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇଥିଲେ। ସେହିପରି ବ୍ଲକର ସମସ୍ତ ସରକାରୀ ବେସରକାରୀ ଶିକ୍ଷାନୁଷ୍ଠାନ ମାନଙ୍କରେ ମଧ୍ୟ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ କରାଯାଇଥିବା ଦେଖିବାକୁ ମିଳିଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories