www.samajalive.in
Sunday, December 7, 2025
23.1 C
Bhubaneswar

ବାଇକରୁ ପଡି ଯୁବକ ଗୁରୁତର

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକସଦର ପଞ୍ଚାୟତର ପାଟବନ୍ଧ ଗ୍ରାମ ନିକଟ ବୁଲାଣିରେ ଭାରସାମ୍ୟ ହରାଇ ବାଇକରୁ ପଡି ଯୁବକ ଗୁରୁତର ହୋଇଥିବା ଦେଖିବାକୁ ମିଳିଛି । ଆଜି ଅପରାହ୍ନରେ ରାଉତ ପରଡିଗୁଡା ଗ୍ରାମର ପବିତ୍ର କାଡ୍ରାକା ଏକ ବାଇକରେ କଲ୍ୟାଣସିଂହପୁର ବଜାରକୁ ଆସି ଘରକୁ ଫେରିବା ବେଳେ ପାଟବନ୍ଧ ନିକଟ ବୁଲାଣିରେ ପକାଯାଇଥିବା ପାଇପକୁ ଧକ୍କା ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର ଅଧିକାରୀ ଜଗଦୀଶ ପ୍ରସାଦ ଖରାଙ୍କ ସହ ଦଳ ପହଁଞ୍ଚି ପବିତ୍ରକୁ ଉଦ୍ଧାର କରି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏଠାରେ ଡାକ୍ତର ଚିନ୍ମୟ ଲିମା ପ୍ରାଥମିକ ଚିକିତ୍ସା ଚଳାଇଛନ୍ତି।

ପୁଣି ଆସୁଛି ବଡ ବର୍ଷା ; ୧୬ ତାରିଖ ଯାଏଁ ଏହି ଜିଲାରେ ବର୍ଷିବ..

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories