ଘରେ ଘରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଘରେ ଘରେ ସୁଭଦ୍ରା ଯୋଜନାର ଆଭାସି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଉକ୍ତ ଯୋଜନାର ଶୁଭାରମ୍ଭ ହୋଇଛି। ଏହାକୁ ବିଡ଼ିଓ ମନୀଷା ଦାସ ଉଦଘାଟନ କରିଥିଲେ। ବ୍ଲକ ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକା, କଲ୍ୟାଣସିଂହପୁର ସରପଞ୍ଚ ଗୌତମ ବାର୍ଲିଙ୍କ ଉପସ୍ଥିତରେ ୨୦୨୧-୨୨ବର୍ଷରେ ଘର ପାଇଁ କାର୍ଯ୍ୟାଦେଶ ପାଇ ଘର ସମ୍ପୂର୍ଣ୍ଣ କରିଥିବା ୧୦ ଜଣ … Continue reading ଘରେ ଘରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ