www.samajalive.in
Sunday, December 7, 2025
14.1 C
Bhubaneswar

ବିଜେପି ପକ୍ଷରୁ ମିଶ୍ରଣ ପର୍ବ

କଲ୍ୟାଣସିଂ ହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସିକରପାଇ ପଞ୍ଚାୟତର ଧାମଲିମା  ଆମ୍ବତୋଟା ଠାରେ ବିଜେପି ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ଏଥିରେ ମଣ୍ଡଳ ସଭାପତି ମୋନଜ କୁମାର ସେଠୀ, ମଣ୍ଡଳର ସାଧାରଣ ସମ୍ପାଦକ ପୂର୍ଣ୍ଣ ଚନ୍ଦ୍ର ପଟେଲ, ମଣ୍ଡଳଯୁବ ମୋର୍ଚ୍ଚା ର ସଭାପତି  ଦିଲ୍ଲୀପ ମିଣିଆକା, ଆଦିବାସୀ ଯୁବ ମୋର୍ଚ୍ଚାର ସଭାପତି ଯମୁନା ମିଣିଆକା, ମହିଳା ମୋର୍ଚ୍ଚା ସଭାପତି ପ୍ରମିଳା ନାୟକ, ସମର୍ଥତ ସରପଞ୍ଚ ପ୍ରାର୍ଥୀ ଲକି କଞ୍ଜ।କା, ନିର୍ଦ୍ୱନ୍ଦରେ ନିର୍ବାଚିତ ୱାର୍ଡ ସଭ୍ୟ, ବରିଷ୍ଠ କର୍ମୀ ମହେଶ୍ୱର ରାଉତ ଙ୍କ ଉପସ୍ଥିତରେ ୪ଟି କୃଷ୍ଟନଗର, ଲଷ୍ମୀନଗର, କାଣିପାଇ, ସିକରପାଇ ର ହରିଜନ ସାହିର ଗାଁର ପ୍ରାୟ ଦୁଇ ଶହ ଲୋକ ବିଜେପିରେ ଯୋଗ ଦେଇଥିଲେ ।ନରେନ୍ଦ୍ରମୋଦି ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ କଂଗ୍ରେସ ଓ ବିଜେଡି ଦଳର କର୍ମୀ ମାନେ ବିଜେପି ରେ ମିଶି ଥିଲେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories