www.samajalive.in
Monday, December 8, 2025
27.1 C
Bhubaneswar

ବେକରେ ରଶି ଲଗାଇ ଯୁବତୀଙ୍କ ଆତ୍ମହତ୍ୟା

କଲ୍ୟାଣସିଂହପୁର: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ପଲିଗାଁରେ ଜଣେ  ଯୁବତୀ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ଯୁବତୀ ଜଣକ ବୃନ୍ଦାବନ ବାଗମାରୁଙ୍କ ସ୍ତ୍ରୀ ହେମଲତା ବାଗମାରୁ(୨୨)। ମୃତ ଯୁବତୀଙ୍କ ଘର କାଶିପୁର ବ୍ଲକ ସାଗବାଡି ଗାଁରେ। ପ୍ରାୟ୨୧ ଦିନ ହେବ ସେ ବୃନ୍ଦାବନଙ୍କୁ ପ୍ରେମ ବିବାହ କରିଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ଆତ୍ମହତ୍ୟାର କାରଣ ଜଣାପଡ଼ି ନାହିଁ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି। ଘଟଣାର ତଦନ୍ତ ଚାଲିଛି ବୋଲି ଥାନା ଅଧିକାରୀ ସୁକୁମା ହଂସୁଦା କହିଛନ୍ତି।

 

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories