www.samajalive.in
Sunday, December 7, 2025
15.1 C
Bhubaneswar

ମରଣ ଯନ୍ତା ପାଲଟିଛି ମୁକୁଳା ଡ୍ରେନ

କାମାକ୍ଷାନଗର : କାମାକ୍ଷାନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ୨ ନମ୍ବର ୱାର୍ଡର ଡ୍ରେନ ମୁକୁଳା ପଡିଛି । ଉକ୍ତ ୱାର୍ଡରେ ହାରାହାରି ୯ ଶହ ଲୋକ ବାସ କରୁଥିବା ବେଳେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରାସ୍ତାଟି ମୁଖ୍ୟ ରାସ୍ତାକୁ ସଂଯୋଗ କରୁଥିବାରୁ ସ୍କୁଲ ପିଲାଙ୍କ ଠାରୁ ଆରମ୍ଭ କରି ଗାଈ ଗୋରୁ,ଆମ୍ବୁଲାନ୍ସ ଯିବା ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଛି। ଏଭଳି ମୁକୁଳା ନାଳ ଥିବାରୁ ବୁଧବାର ବିଳମ୍ବିତ ରାତିରେ ଗୋଟିଏ ଗାଈର ମୃତ୍ୟୁ ଘଟିଛି। ବିଗତ ୩ ବର୍ଷ ହେବ ରାସ୍ତାଟି ଭାଙ୍ଗି ଅଧା ପନ୍ତରିଆ ହୋଇ ପଡ଼ିଛି । ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେଇ ତ୍ୱରିତ ପଦକ୍ଷେପ ନେବାକୁ ୱାର୍ଡ ବାସିନ୍ଦାଙ୍କ ପକ୍ଷରୁ ଦାବି ହେଉଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories