www.samajalive.in
Monday, December 8, 2025
27.1 C
Bhubaneswar

ଟ୍ରାକ୍ଟର ଓଲଟି ଚାଳକ ମୃତ

କାମାକ୍ଷାନଗର : କାମାକ୍ଷାନଗର ଥାନା ଅନ୍ତର୍ଗତ ବାଇଶିଙ୍ଗା ଗ୍ରାମରେ ଏକ ଟ୍ରାକ୍ଟର ଓଲଟି ପଡିବାରୁ ଚାଳକଙ୍କ ମୃତ୍ୟୁ ହୋଇଛି। ଚାଳକ ଜଣକ ହେଲେ ସେହି ଗ୍ରାମର ମହରଗା ସାହୁ । ମହରଗା ଆଜି ପୂର୍ବାହ୍ନରେ ସନ୍ନିକଟ ରାମିଆଳ ନଦୀକୂଳକୁ ଚାଷ କରିବାକୁ ଯାଉଥିବା ବେଳେ ବିଲରେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ଓଲଟି ପଡିଥିଲା। ଫଳରେ ଟ୍ରାକ୍ଟର ତଳେ ଚାପି ହୋଇ ମହରଗାଙ୍କର ମୃତ୍ୟୁ ହୋଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ ବ୍ୟବସ୍ଥା କରିଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories