www.samajalive.in
Friday, December 12, 2025
14.1 C
Bhubaneswar

ଅଗ୍ନିକାଣ୍ଡରେ୨ ବଖରା ଭସ୍ମୀଭୂତ

କାମାକ୍ଷାନଗର : କାମାକ୍ଷାନଗର ତହସିଲ ଅନ୍ତର୍ଗତ ଖୋକସା ଗ୍ରାମ ଜୁଆଙ୍ଗ ବସ୍ତିରେ ବୁଧବାର ପୂର୍ବାହ୍ନରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ୨ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଅଗ୍ନିକାଣ୍ଡରେ ବସ୍ତିର ଗରୁଡ ନାଏକଙ୍କର ୨ ବଖରା ଘର ହୋଇଥିବା ବେଳେ ପ୍ରାୟ ପଚାଶ ହଜାର ଟଙ୍କା କ୍ଷତି ହୋଇଥିବାର ଜଣାପଡିଛି। ଖବର ପାଇ ତହସିଲଦାର ପ୍ରିୟବ୍ରତ ଦାସ ପ୍ରାଥମିକ ସ୍ତରରେ ସହାୟତାର ବ୍ୟବସ୍ଥା କରୁଥିବାର ଜଣାଯାଇଛି।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories