www.samajalive.in
Friday, December 5, 2025
20.1 C
Bhubaneswar

ଗାଡି ଡିକି ଭାଙ୍ଗି ଲୁଟି ନେଲେ ଭତ୍ତା ଟଙ୍କା

କାମାକ୍ଷାନଗର : ଲୁଟି ନେଲେ ଭତ୍ତା ଟଙ୍କା। ୧ ଲକ୍ଷ ୮୦ ହଜାର ଭତ୍ତା ଟଙ୍କା ଲୁଟ୍‌‌ ହୋଇଥିବା ନେଇ ଗୁରୁବାର ଖବର ମିଳିଛି। ପରଜଙ୍ଗ ଥାନା ପିତିରି ପଞ୍ଚାୟତ ଜିଆରଏସଙ୍କ ଠାରୁ ଏହି ଲୁଟ୍‌‌ ହୋଇଛି। ଖାଲପାଳ ଗାଁରେ ଭତ୍ତା ବଣ୍ଟନ ବେଳେ ଲୁଟ୍‌‌ ହୋଇଛି। ଗାଡି ଡିକି ଭାଙ୍ଗି ଦୁର୍ବୃତ୍ତ ଟଙ୍କା ଲୁଟ୍‌‌ କରିଛନ୍ତି ବୋଲି ଅଭିଯୋଗ ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories