www.samajalive.in
Saturday, December 6, 2025
15.1 C
Bhubaneswar

ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

କାମାକ୍ଷାନଗର :  ଭୁବନ ଥାନା ଅନ୍ତର୍ଗତ ଦୟାନବିଲ ଗ୍ରାମରେ ଥିବା ଦୁର୍ଗା ଓ ଶିବ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଥିବାର ଥାନାରେ ଅଭିଯୋଗ ହୋଇଛି । ରବିବାର ପୂର୍ବାହ୍ନରେ ପୂଜକ ଦେଖି ଗ୍ରାମବାସୀଙ୍କୁ ଜଣାଇବା ପରେ ମନ୍ଦିର କମିଟି ପକ୍ଷରୁ ଥାନାରେ ଏତେଲା ଦିଆଯାଇଛି । ମନ୍ଦିରରେ ଥିବା ସୁନା ହାର, ମୁକୁଟ, ମୁଦି ଏବଂ ରୁପା ଅଳଙ୍କାର ସହିତ ବାସନ କୁସନ ଚୋରି ହୋଇଥିବାର ଜଣାଯାଇଛି । ଏହି ଏତେଲା କ୍ରମେ ପୁଲିସ ତଦନ୍ତ ଆରମ୍ଭ କରିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories