www.samajalive.in
Sunday, December 7, 2025
23.1 C
Bhubaneswar

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣା: ସରିଲା ରେଲୱେ ଟ୍ରାକ ମରାମତି, ସ୍ୱଭାବିକ ହେବ ରେଳ ଚଳାଚଳ

ଭୁବନେଶ୍ୱର: ଚୌଦ୍ୱାର ନିର୍ଗୁଣ୍ଡି ନିକଟରେ ରେଲୱୋ ଟ୍ରକ ମରାମତି ଶେଷ ହୋଇଛି। ଫଳରେ ଆଜିଠାରୁ ଏହି ଟ୍ରାକରେ ରେଳ ଚଳାଚଳ ସ୍ୱଭାବିକ ହେବ ବୋଲି ରେଲୱେ କର୍ତ୍ତୃପକ୍ଷ ସୂଚନା ଦେଇଛି। ଆଜି ସକାଳ ୭ଟା ୧୫ ସୁଦ୍ଧା ରେଲୱେ ଟ୍ରାକ୍‌‌ ମରାମତି ସରିଛି ଏବଂ ଏହି ଟ୍ରାକରେ ଖୁବ ଶୀଘ୍ର ରେଳ ଚଳାଚଳ କରିବା ନେଇ ନିର୍ଦେଶ ଦିଆଯିବ ବୋଲି ରେଲୱେ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରବିବାର କାମାକ୍ଷା ଏକ୍ସପ୍ରେସ ନିର୍ଗୁଣ୍ଡି ନିକଟରେ ଲାଇନଚ୍ୟୁତ ହୋଇଥିଲା। କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହେବାରୁ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୧ଜଣ ଆହତ ହୋଇଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories