www.samajalive.in
Sunday, December 14, 2025
26.1 C
Bhubaneswar

ଅଗ୍ନିକାଣ୍ଡରେ ଜଳିଗଲା ଘର

କାମାକ୍ଷାନଗର: କାମାକ୍ଷାନଗର ବ୍ଲକ ବାଉଁଶପାଳ ପଞ୍ଚାୟତ ବାଙ୍ଗୁରା ଗ୍ରାମରେ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ଜଳିଗଲା ଗ୍ରାମର ପଦ୍ମନାଭ ସାମଲଙ୍କ ଗୋଟିଏ ବଖରା ଘର। ଫଳରେ ଘରେ ଥିବା ସମସ୍ତ ଆସବାହପତ୍ର ସାଙ୍ଗ, ଧାନ, ଚାଊଳ ଜଳି ପୋଡି ପାଊଁଶ ହୋଇଯାଇଛି।

ସୂଚନା ମୂତାବକ ଅପରାହ୍ନରେ ଘରେ ରୋଷେଇ କରୁଥିବା ବେଳେ ଅସାବଧାନତା ବସତଃ ନିଆଁ ଲାଗିଯାଇଥିଲା। ନିଆଁର ପ୍ରକୋପରେ କେବଳ ଜୀବନ ବଞ୍ଚାଇବା ଛଡା ଅନ୍ୟ କିଛି ସାମଗ୍ରି ଉଦ୍ଧାର କରିବା ସମ୍ଭବ ହେଲା ନାହିଁ। ଖବର ପାଇ ଘଟଣା ଅଗ୍ନିଶମ ବାହିନି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅନ୍ୟ ଘର ନଥିବା ଯୋଗୁ ବାହାର ଜାଗାରେ ଆଶ୍ରୟ ନେବାକୁ ପଡିଛି। ପ୍ରଶାଶନ ପକ୍ଷରୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

- Advertisement -

 

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories