www.samajalive.in
Sunday, December 14, 2025
14.1 C
Bhubaneswar

ନଦୀରେ ବୁଡି ଯୁବତୀଙ୍କ ମୃତ୍ୟୁ

କାମାକ୍ଷାନଗର – କାମାକ୍ଷାନଗର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମ ସନ୍ନିକଟ ରାମିଆଳ ନଦୀରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ l ।ମୃତକ ହେଲେ କାମାକ୍ଷାନଗର ଥାନା ଜଗନ୍ନାଥପୁର ଗ୍ରାମର ବିରଞ୍ଚି ରାଉତଙ୍କ ଝିଅ ଟିକିନା ରାଉତ (୨୩)।

ସୂଚନା ମୁତାବକ ଟିକିନା ଏକାକି ଗ୍ରାମ ନିକଟସ୍ଥ ରାମିଆଳ ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ଟିକିନଙ୍କର ଫେରିବାରେ ବିଳମ୍ୱ ହେବାରୁ ପରିବାିର ଲୋକେ ଗାଧୁଆତୁଠ ନୀକଟରେ ଖୋଜା ଖୋଜି କରି ଟିକିନାଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲକୁ ଆଣିଥିଲେ। ଡାକ୍ତର ତାଙ୍କୁ ଏଠି ମୃତ ଘୋଷଣା କରିଥିଲେ । ଖବର ପାଇ କାମାକ୍ଷାନଗର ପୋଲିସ ମେଡିକାଲରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ କରୁଛି ।

Hot this week

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

Related Articles

Popular Categories