www.samajalive.in
Thursday, December 11, 2025
23.1 C
Bhubaneswar

କାମାକ୍ଷାନଗରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୫ରୁ ଅଧିକ ବାଇକ

ଢେଙ୍କାନାଳ: କାମାକ୍ଷାନଗର ଅବକାରୀ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡରେ ଅନେକ ସାମଗ୍ରୀ ଓ ଯାନବାହନ ଜଳିଯାଇଛି। ନିଆଁ ଲାଗି ୫ରୁ ଅଧିକ ବାଇକ ସମ୍ପୂର୍ଣ୍ଣ ଜଳି ଯାଇଛି। ଅବକାରୀ ବିଭାଗ ଦ୍ବାରା ଜବତ ଗାଡ଼ି, ସ୍ପିରିଟ ଏବଂ ଅନ୍ୟାନ୍ୟ ସାମଗ୍ରୀ ଏହ ଅଗ୍ନିକାଣ୍ଡରେ ଜଳି ଯାଇଛି। ନିଆଁ ଲିଭାଇବା ପାଇଁ କାମାକ୍ଷାନଗରରେ ଥିବା ୨ଟି ଦମକଳ ବାହିନୀ ନିୟୋଜିତ ହୋଇଥିବା ଜଣାପଡ଼ିଛି।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories