www.samajalive.in
Saturday, December 6, 2025
26.1 C
Bhubaneswar

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧ ଦିବସ

କାମାକ୍ଷାନଗର: କାମାକ୍ଷାନଗର ସମାଜ ପାଠକ ବିଚାର ମଞ୍ଚ ଓ ଉପଖଣ୍ଡ ସାମ୍ବାଦିକ ସଂଘ ମିଳିତ ଆନୁକୂଲ୍ୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ସମାଜ ପାଠକ ବିଚରାମଞ୍ଚ ର ଆବାହକ ଶୁଭମୟ ନନ୍ଦ ଙ୍କ ଆବାହକତ୍ୱରେ ପୂର୍ବାହ୍ନରେ ନଦୀ ରେ ତିଳ ତର୍ପଣ କରାଯିବା ପରେ ଗୋପବନ୍ଧୁ ପାର୍କରେ ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ। ପରେ ବାଇସିଙ୍ଗା ଉଚ୍ଚାବିଦ୍ୟାଳୟ ପରିସର ରେ ତହସିଲଦାର ପ୍ରିୟବ୍ରତ ଦାସ ଯୋଗ ଦେଇ ଉତ୍କଳମଣିଙ୍କ ସ୍ମୁତିରେ ବୃକ୍ଷରୋପଣ କରିଥିଲେ ।  ଅନ୍ୟମାନଙ୍କ ମଧ୍ୟରେ ପାଠକ ବିଚାର ମଞ୍ଚ ର ସଭାପତି ଜ୍ଞାନ ରଞ୍ଜନ ମିଶ୍ର, ସଂପାଦକ ଶରତ ଚନ୍ଦ୍ର ବେହେରା, ସଦସ୍ୟ ପ୍ରମୋଦ କୁମାର ସ୍ୱାଇଁ, ରଶ୍ମିରଂଜନ ସେନାପତି, ଉପଖଣ୍ଡ ସାମ୍ବାଦିକ ସଂଘର ସାଧାରଣ ସଂପଦକ ପ୍ରକାଶ କୁମାର ପାତ୍ର, ପ୍ରହ୍ଲାଦ ମୁଦୁଲି, ସୋମ୍ୟରଞ୍ଜନ ନାୟକ, ଆଣିଲକୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories