www.samajalive.in
Sunday, December 7, 2025
14.1 C
Bhubaneswar

ବସ୍-ବାଇକ ଧକ୍କା; ଜଣେ ଗୁରୁତର

କାମାକ୍ଷାନଗର: କାମାକ୍ଷାନଗର ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥର ବାଉଁଶପାଳଠାରେ ଏକ ବସ୍ ସହିତ ବାଇକ ଧକ୍କା ହେବା କାରଣରୁ ବାଇକ ଆରୋହୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତର ବାଇକ ଆରୋହୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣାଯାଇଛି। ବାଉଁଶପାଳ ଗ୍ରାମର ଫକୀରମୋହନ ଷଣ୍ଢ ଏକ ବାଇକରେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ସରକାରୀ ବସ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଫକୀର ଗୁରୁତର ଭାବେ ଆହତ ହୋଇଥିଲେ। ପାଖରେ ଥିବା କେତେକ ଲୋକ ଫକୀରଙ୍କୁ ତୁରନ୍ତ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories