www.samajalive.in
Monday, December 15, 2025
24.1 C
Bhubaneswar

ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ

କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡ ପରଜଙ୍ଗ ବ୍ଲକରେ ଏକ ଭୀମଭୋଇ ସାମର୍ଥ୍ୟ ଶିବିର ସ୍ଥାନୀୟ ମହେଶ ଚନ୍ଦ୍ର ସୁବାହୁ ସିଂହ ଉଚ୍ଚ ବିଦ୍ୟାପୀଠରେ ଅନୁଷ୍ଠିତ ହୋଇଯାଇଛି l ଏହି ସାମର୍ଥ୍ୟ ଶିବିରରେ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଆସିଥିବା ଭିନ୍ନକ୍ଷମ ମାନଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଆନୁସାଙ୍ଗିକ ଉପକରଣ ପ୍ରଦାନ କରାଯାଇଥିଲା l ଏଥିସହିତ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା l ବ୍ଲକର ଅଧିକାରୀ, କର୍ମଚାରୀମାନଙ୍କ ସହିତ ବିଭିନ୍ନ ବିଭାଗୀୟ ଡାକ୍ତର ପହଞ୍ଚି ଭିନ୍ନକ୍ଷମ ମାନଙ୍କୁ ଚି଼ହ୍ନଟ କରିଥିଲେ l

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories