www.samajalive.in
Monday, December 8, 2025
13.1 C
Bhubaneswar

ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

କାମାକ୍ଷାନଗର: ଆମ୍ବେଦକର ମୂଳନିବାସୀ ଦଳିତ ସେବା ସଂଘ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୫ତମ ଜୟନ୍ତୀ ପାଳିତ ହୋଇଯାଇଛି l ଏହି ଉପଲକ୍ଷେ ଅନୁଷ୍ଠିତ ଜୟନ୍ତୀରେ ସେବା ସଂଘର ସଭାପତି ଭିକାରି ଚରଣ ନାୟକ ଅଧ୍ୟକ୍ଷତା କରି ଉତ୍କଳ ମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସେବା ଓ ତ୍ୟାଗର ପ୍ରତୀକ ଥିଲେ ଗୋପବନ୍ଧୁ ବୋଲି ମାତବ୍ୟକ୍ତ କରିଥିଲେ l ପ୍ରସନ୍ନ କୁମାର ନାୟକ, ଗୌତମ ପଧାନ, ରାଜେନ୍ଦ୍ର ବେହେରା, ଡାକ ନାୟକ ପ୍ରମୁଖ ଗୋପବନ୍ଧୁଙ୍କର ସ୍ମୁତି ଚାରଣ କରିଥିଲେ l ସମ୍ପାଦକ ଚନ୍ଦ୍ରମଣି ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ l

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories