www.samajalive.in
Sunday, December 14, 2025
26.1 C
Bhubaneswar

ଝରଣାରେ ବୁଡି ଯୁବକଙ୍କ ମୃତ୍ୟୁ

କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡ କମ୍ପୁଲେଇ ଗ୍ରାମ ଝରଣାରେ ଗତକାଲି ଗାଧୋଇବାକୁ ଯାଇଥିବା ବେଳେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି l ସୂଚନା ମୁତାବକ, କମ୍ପୁଲେଇ ଗ୍ରାମର ବିଜୟାନନ୍ଦ ମହନ୍ତ ଗ୍ରାମ ସନିକଟ ଝରଣାକୁ ଗାଧୋଇବାକୁ ଯାଇଥିଲେ l ଦୀର୍ଘ ସମୟ ଧରି ବିଜୟାନନ୍ଦ ଘରକୁ ନ ଫେରିବାରୁ ପରିବାର ଲୋକେ ଝରଣାକୁ ଯାଇ ଖୋଜାଖୋଜି କରିଥିଲେ l ବହୁ ଖୋଜାଖୋଜି ପରେ ଝରଣାର ତଳ ମୁଣ୍ଡରେ ଥିବା ଗହୀର ପାଣି ମଧ୍ୟରେ ବିଜୟନନ୍ଦ ଭାସୁଥିବାର ଦେଖି ତାଙ୍କୁ ଉଦ୍ଧାର କରି ଉପଖଣ୍ଡ ଚିକିତ୍ସାଲୟରେ ଭର୍ତ୍ତି କରିଥିଲେ l ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି l ଖବର ପାଇ ପୁଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ କରି ଏ ନେଇ ଏକ ମାମଲା ରୁଜୁ କରିଛି ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories