www.samajalive.in
Wednesday, November 19, 2025
26.1 C
Bhubaneswar

ଘର ଛପର ଅଳିଆ ପଡ଼ିବାକୁ ନେଇ ଗଣ୍ଡଗୋଳ, ୫ ଆହତ

କାମାକ୍ଷାନଗର: କାମାକ୍ଷାନଗର ଥାନା ସାରୁଆଳି ଗାଁରେ ଘର ଛପର ଅଳିଆ ପଡ଼ିବାକୁ ନେଇ ଗଣ୍ଡଗୋଳ ଘଟି ୫ ଜଣ ଆହତ ହୋଇ ଉପଖଣ୍ଡ ଚିକିତ୍ସାଲୟରେ ଭର୍ତ୍ତି ହୋଇଥିବା ଜଣାଯାଇଛି। ସାରୁଆଳି ଗାଁର ଦୟାନିଧି ମହନ୍ତଙ୍କ ଚାଳଘର ମରାମତି ବେଳେ କିଛି ଅଳିଆ ନିବାରଣ ମହନ୍ତଙ୍କ ଘରେ ପଡ଼ିବାକୁ ନେଇ ଉଭୟ ପରିବାର ମଧ୍ୟରେ ପ୍ରଥମେ କଳହ ସୃଷ୍ଟି ହୋଇଥିଲା। ପରେ ଗଣ୍ଡଗୋଳ ଘଟି ୨ ପରିବାରର ୫ ଜଣ ଆହତ ହୋଇଥିଲେ। ସମସ୍ତ ଆହତମାନଙ୍କୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏନେଇ ଉଭୟ ପକ୍ଷରୁ କାମାକ୍ଷାନଗର ଥାନାରେ ଅଭିଯୋଗ ହୋଇଛି।

Hot this week

ରଣଜୀ ଟ୍ରଫି: ଓଡ଼ିଶାର ବଡ଼ ସ୍କୋର୍‌; ୪୬୫ ରନ୍‌ ଲକ୍ଷ୍ୟର ପିଛାକରି ନାଗାଲାଣ୍ଡ ୧/୪୧

କଟକ: ଭୁବନେଶ୍ବରର କିଟ୍‌ ଷ୍ଟାଡିୟମ୍‌ରେ ଚାଲିଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ମଙ୍ଗଳବାର...

ଦକ୍ଷିଣ ଲେବାନନରେ ଇସ୍ରାଏଲର ବିମାନ ଆକ୍ରମଣ: ୧୧ହମାସ ଆତଙ୍କବାଦୀଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଇସ୍ରାଏଲ ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ...

ବାବା ସିଦ୍ଦିକି ହତ୍ୟା ମାମଲା: ଅନ୍‌ମୋଲ୍‌ ଭାରତ ପ୍ରତ୍ୟର୍ପିତ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବ ସିଦ୍ଦିକିଙ୍କ ହତ୍ୟା ମାମଲାରେ ସମ୍ପୃକ୍ତ...

ଅଲ୍‌ ଫଲାହ ପ୍ରତିଷ୍ଠାତା ଗିରଫ

ନୂଆଦିଲ୍ଲୀ: ହ୍ବାଇଟ କଲାର ଟେରର ମଡ୍ୟୁଲ ଓ ଦିଲ୍ଲୀ ଲାଲକିଲା ବିସ୍ଫୋରଣ...

ନୀତିଶଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୨୦ରେ ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ...

Related Articles

Popular Categories