www.samajalive.in
Saturday, December 13, 2025
23.1 C
Bhubaneswar

ଘର କାନ୍ଥ ଭୁଶୁଡ଼ି ଶିଶୁ ମୃତ

କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡର ଭୁବନ ବ୍ଲକ ଅନ୍ତର୍ଗତ ଗରୁଡ଼ବନ୍ଧି ଗ୍ରାମରେ ଶୁକ୍ରବାର ଖେଳୁଥିବା ସମୟରେ ଘରକାନ୍ଥ ଭୁଶୁଡ଼ି ପଡ଼ିବାରୁ ଘଟଣାସ୍ଥଳରେ ୩ ବର୍ଷୀୟ ଶିଶୁର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ସୂଚନାରୁ ପ୍ରକାଶ, ପିଣ୍ଟୁ ନାହକଙ୍କର ଆବାସ ଯୋଜନାରେ ଏକ ଘର ଆସିଥିବାରୁ ନିଜ ଚାଳ ଘରର ଚାଳ ଛାଉଣୀକୁ ବାହାର କରିଦେଇଥିବା ବେଳେ ମାଟି କାନ୍ଥଟି ବର୍ଷାରେ ସମ୍ପୂର୍ଣ୍ଣ ଓଦା ହୋଇଯାଇଥିଲା। ଆଜି ପିଣ୍ଟୁ ନାହାକଙ୍କ ୩ ବର୍ଷର ଶିଶୁପୁତ୍ର ନନ୍ଦୁ ଖେଳୁଥିବା ସମୟରେ କାନ୍ଥଟି ତା’ଉପରେ ପଡ଼ିଯାଇଥିଲା। ସଙ୍ଗେ ସଙ୍ଗେ ପରିବାର ଲୋକେ ନନ୍ଦୁକୁ ଉଦ୍ଧାର କରି ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିବା ବେଳେ ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ।

Hot this week

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

Related Articles

Popular Categories