www.samajalive.in
Tuesday, December 9, 2025
17.1 C
Bhubaneswar

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କାମାକ୍ଷାନଗର: ଢେଙ୍କାନାଳ-କାମାକ୍ଷାନଗର ପୂର୍ତ୍ତ ବିଭାଗ ରାସ୍ତାର ଆଲୁଅଝରଣଠାରେ ଗୁରୁବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ଜଣେ ଗୁରୁତର ଭାବେ ଆହତ ହୋଇ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ଅଘିରା ଗୋଡ଼ା ଗ୍ରାମର ଶିବରାମ ବେହେରା ଓ ନୂଆ ମହୁଲି ଗ୍ରାମର ସାଗର ସାହୁ। କାହ୍ନା ସାହୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏ ସକ୍ରାନ୍ତରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି। ଏ ଖବର ଜଣାପଡିବା ପରେ ମୃତକଙ୍କ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories