www.samajalive.in
Saturday, December 6, 2025
26.1 C
Bhubaneswar

ଛତୁଚାଷ ପାଇଁ ଥିବା ୫ ଲକ୍ଷ ଟଙ୍କାର ନଡ଼ାଗଦା ଭସ୍ମୀଭୂତ

କାମାକ୍ଷାନଗର: କାମାକ୍ଷାନଗର ତହସିଲ ଅନ୍ତର୍ଗତ ମହୁଲି ଗ୍ରାମରେ ଛତୁ ଚାଷ ପାଇଁ ଗଚ୍ଛିତ ଥିବା ନଡ଼ାଗଦା ପୋଡ଼ି ପାଉଁଶ ହୋଇଯାଇଛି। ସୋମବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଗ୍ରାମର ନିରଞ୍ଜନ ସାହୁ ଛତୁ ଚାଷ କରିବା ପାଇଁ ୫ ଲକ୍ଷ ଟଙ୍କାର ନଡ଼ା ରଖିଥିଲେ। କେହି ଦୁର୍ବୃତ୍ତ ବିଳମ୍ବିତ ରାତିରେ ନଡ଼ା ଗଦାରେ ନିଆଁ ଲଗାଇ ଦେଇଥିବା ଜଣାପଡ଼ିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories