www.samajalive.in
Sunday, December 7, 2025
13.1 C
Bhubaneswar

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକରେ ନବୀନ ପଟ୍ଟନାୟକଙ୍କ ଶୋକ..

ଭୁବନେଶ୍ୱର : ଶନିବାର ସକାଳେ କଟକ ସ୍ଥିତ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ହୋଇଛି । ତାଙ୍କ ବିଯୋଗରେ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି କହିଛନ୍ତି, ‘ଓଡ଼ିଶାର ଗର୍ବ ଓ ଗୌରବ, ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କମଳା ପୂଜାରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଭିନ୍ନ କିସମର ଧାନ ସଂଗ୍ରହ କରିବା ସହ ଜୈବିକ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ତାଙ୍କର ବିରଳ କୃତିତ୍ୱ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

ହୃଦଘାତରୁ ରକ୍ଷା ପାଇବାର ଉପାୟ; ନିୟମିତ କେତେ ଶିଢି ଚଢିଲେ ହେବନି ହୃଦଘାତ!

- Advertisement -

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories