www.samajalive.in
Wednesday, December 10, 2025
23.1 C
Bhubaneswar

କମଳନାଥ ହୋଇପାରନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : କଂଗ୍ରେସର ବରିଷ୍ଠ ନେତା କମଳନାଥ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ସୂଚନା ମଳିଛି। କମଳନାଥଙ୍କ ନାମରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ମୋହର ମାରିଥିବା ସୂଚନା ମଳିଛି। ମାତ୍ର ଏହା କେତେ ସତ କେତେ ମିଛ ତାହା ସନ୍ଧ୍ୟାରେ ବିଧାୟକ ଦଳ ବୈଠକ ପରେ ଜଣାପଡିବ। ସନ୍ଧ୍ୟାରେ ବିଧାୟକ ଦଳ ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା​‌ କରାଯିବ।

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories