www.samajalive.in
Saturday, December 6, 2025
26.1 C
Bhubaneswar

ପୋଖରୀରେ ବୁଡି ବୃଦ୍ଧାଙ୍କ ମୃତ୍ୟୁ

କାମାକ୍ଷାନଗର: କାମାକ୍ଷାନଗର ଥାନା ତାଳଗୋରଡ଼ ଗାଁରେ ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ମୃତ ବୃଦ୍ଧା ଜଣଙ୍କ ବାଲିଗୋରଡ଼ ପଞ୍ଚାୟତ ଅନ୍ତର୍ଗତ ତାଳଗୋରଡ଼ ଗାଁର ରଇବାରୀ ସେଣ। ରଇବାରୀ ଗାଧୋଇବା ପାଇଁ ଘର ପାଖ ଗାଁ ପୋଖରୀକୁ ଯାଇଥିଲେ। ଅସାବଧାନତା କାରଣରୁ ପୋଖରୀରେ ବୁଡି ଯାଇଥିଲେ ରଇବାରୀ। ସ୍ଥାନୀୟ ଲୋକଙ୍କ ସହାୟତାରେ ଗାଁ ପୋଖରୀରୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଥିଲା। ପୁଲିସ ପକ୍ଷରୁ ମୃତଦେହ ଜବତ ପରେ ବ୍ୟବଛେଦ କରାଯାଇଥିବାର ଜଣାଯାଇଛି। ଏ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories