www.samajalive.in
Saturday, December 6, 2025
26.1 C
Bhubaneswar

ଭାଲୁ ଆକ୍ରମଣରେ ମହିଳା ମୃତ ; ସ୍ୱାମୀ ଓ ଝିଅ ଗୁରୁତର

କନ୍ଧମାଳ : ଭାଲୁ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ୱାମୀ ଓ ଝିଅ ଗୁରୁତର ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ବାଟାଗୁଡା ପଞ୍ଚାୟତ ଡଙ୍ଗମ ଗାଁରେ ଘଟିଛି। ଜାର୍ଗିସରୁ ଜଙ୍ଗଲରୁ ସିଆଳି ପତ୍ର ତୋଳିବାକୁ ୪ ଜଣ ମହିଳା ଯାଇଥିଲେ। ସେହି ସମୟରେ ଭାଲୁ ସେମାନଙ୍କୁ ଆକ୍ରମଣ କରିଥିଲା। ଭାଲୁ ଆକ୍ରମଣ କରିଥିବା ନେଇ ଖବର ପାଇ ଜଣେ ମହିଳାଙ୍କ ସ୍ୱାମୀ ସେଠାରେ ପହଞ୍ଚିଥିଲେ। ଏହାପରେ ଭାଲୁ ଉକ୍ତ ମହିଳାଙ୍କ ସ୍ୱାମୀ ଓ ଝିଅକୁ ମଧ୍ୟ ଆକ୍ରମଣ କରିଥିଲା। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories