www.samajalive.in
Saturday, December 6, 2025
19.1 C
Bhubaneswar

ରାସ୍ତାକଡରେ ବାଇକ୍ ପୋଡି ଦେଲେ ଦୁର୍ବୁତ୍ତ

କନ୍ଧମାଳ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବରେବାଟା ଗାଁରେ ଅଭାବନୀୟ ଘଟଣା ଘଟିଛି। ରାସ୍ତାକଡରେ ବାଇକ୍ ପୋଡି ଦେଲେ ଦୁର୍ବୁତ୍ତ। ରବିବାର ବିଳମ୍ବିତ ରାତିରେ କାଶିନୀପଦରଠାରୁ ଦଣ୍ଡଯାତ୍ରା ଚାଲୁଥିଲା। ଏହି ସମୟରେ ପ୍ରବଳ ଗହଳି ଥିବାରୁ ଗାଁର ଶ୍ରୀକାନ୍ତ କହଁର ନାମକ ଜଣେ ବ୍ୟକ୍ତି ତାଙ୍କ ବାଇକ୍ କୁ ଘର ଭିତରକୁ ନେଇ ନ ପାରି ରାସ୍ତା କଡରେ ରଖିଥିଲେ। ରାତିରେ କେହି ନଥିବାର ସୁଯୋଗ ନେଇ କୌଣସି ଦୁର୍ବୁତ୍ତ ତାଙ୍କ ଗାଡିରେ ନିଆଁ ଲଗାଇ ଦେଇଥିଲା। ଫଳରେ ଗାଡିଟି ଜଳି ସମ୍ପୂର୍ଣ୍ଣ ପାଉଁଶ ହୋଇଯାଇଥିଲା। ଏ ନେଇ ଶ୍ରୀକାନ୍ତ ଫିରିଙ୍ଗିଆ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories