www.samajalive.in
Monday, December 8, 2025
20.1 C
Bhubaneswar

ସାରଙ୍ଗଡର ସୁଧାରାଣୀଙ୍କୁ ମିଳିଲା ପ୍ରକୃତିବନ୍ଧୁ ପୁରସ୍କାର

ଫୁଲବାଣୀ : ବନ ବିଭାଗ ତରଫରୁ ଚଳିତ ବର୍ଷର ପ୍ରକୃତିବନ୍ଧୁ ପୁରସ୍କାର କନ୍ଧମାଳ ଜିଲା କ.ନୁଆଗାଁ ବ୍ଳକ୍ ସାରଙ୍ଗଡର ସୁଧାରାଣୀ ଶତପଥିଙ୍କୁ ପ୍ରଦାନ କରାଯାଇଛି। ତାଙ୍କର ଉଦ୍ୟମରେ ସାରଙ୍ଗଡ ଅଞ୍ଚଳର ବିଭିନ୍ନ ସ୍ଥାନରେ ପରିବେଶ ସୁରକ୍ଷାକୁ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ଏବଂ ବିଦ୍ୟାଳୟ ପରିସରରେ ଚାରା ରୋପଣ ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏଥିପ୍ରତି ଆଗ୍ରହ ସୃଷ୍ଟି କରିବାରେ ସେ ପ୍ରମୁଖ ଭୂମିକା ନିର୍ବାହ କରିଛନ୍ତି।
ଏଠାରେ ସୂଚନା ଯୋଗ୍ୟ ଯେ ୨୦୧୯ରେ ସୁଧାରାଣୀଙ୍କ ସମାଜ ସେବା କାର୍ଯ୍ୟରେ ଉଲ୍ଲେଖନୀୟ ଅବଦାନ ପାଇଁ ‘ସମାଜ’ ତରଫରୁ ତାଙ୍କୁ ସମାଜ ସେବୀ ଭାବେ ସମ୍ମାନିତ କରାଯାଇଥିଲା।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories