www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତା: କନ୍ଧମାଳକୁ ୧୫ ସ୍ଵର୍ଣ୍ଣ, ୧୦ ରୌପ୍ୟ ଓ ୧୫ କାଂସ୍ୟ ପଦକ

ଫୁଲବାଣୀ: ଗତ ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ତାରିଖ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ କନ୍ଧମାଳ ଜିଲାକୁ ବେଶ୍‌ ସଫଳତା ମିଳିଛି। ଜିଲା ଟାଏକୋଣ୍ଡୋ ସଙ୍ଘ ଓ ଫୁଲବାଣୀ ମାର୍ଶଲ ଆର୍ଟ୍ସ ଏକାଡେମୀ ତରଫରୁ ବିଭିନ୍ନ ବର୍ଗର ଖେଳାଳିମାନେ ଏଥିରେ ଅଂଶଗ୍ରହଣ କରି ୧୫ ସ୍ଵର୍ଣ୍ଣ, ୧୦ ରୌପ୍ୟ ଏବଂ ୧୫ କାଂସ୍ୟ ପଦକ ହାସଲ କରିଛନ୍ତି। କୃତିତ୍ଵ ଅର୍ଜନ କରିଥିବା ଖେଳାଳିମାନଙ୍କୁ ପ୍ରଶିକ୍ଷକ ରମାକାନ୍ତ ବେହେରା, ପ୍ରୀତମ ଚନ୍ଦ୍ର ପ୍ରଧାନ ଓ ମଦନ ଦଳ ବେହେରା ଏବଂ ଜିଲା ସଭାପତି ପ୍ରତାପ କୁମାର ମୁଖୀ ଓ ସମ୍ପାଦକ ପ୍ରଭାତ କୁମାର ସାହୁ ଓ ରାଜ୍ୟ ସଂଘ ସମ୍ପାଦକ ମନମୋହନ ଭଞ୍ଜ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories