www.samajalive.in
Sunday, December 14, 2025
26.1 C
Bhubaneswar

କୁଡୁତୁଲି ପଞ୍ଚାୟତରେ ମଦମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ 

କ.ନୂଆଗାଁ: କନ୍ଧମାଳ ଜିଲ୍ଲା କ. ନୂଆଗାଁ ବ୍ଳକ କୁଡୁତୁଲି ପଞ୍ଚାୟତ ସରପଞ୍ଚ ଚନ୍ଦ୍ର ମଲିକଙ୍କ ନୈତୃତ୍ବରେ ମଦମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ କୁଡୁତୁଲି ପଞ୍ଚାୟତର ସମସ୍ତ ମହିଳା ଏସଏଚଜି ସଦସ୍ୟ ମାନେ ଉପସ୍ଥିତ ରହି ଏକ ରାଲି ମାଧ୍ୟମରେ ସମସ୍ତ ୱାର୍ଡ ବୁଲି ମଦ ବିକ୍ରୟ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅଞ୍ଚଳ ବାସୀଙ୍କୁ ପରାମର୍ଶ ଦେଇଥିଲେ l ଏହା ସହ କୁଡୁତୁଲି ପଞ୍ଚାୟତକୁ ମଦମୁକ୍ତ ପଞ୍ଚାୟତରେ ଗଠନ କରିବାରେ ସହଯୋଗ କରିବା ନିମନ୍ତେ ସମସ୍ତ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ l ଏଥିରେ ଗାଁ ମୁଖିଆ ଚାଙ୍ଗୁଆ ପାତ୍ର, ସରପଞ୍ଚ ଶ୍ରୀଚନ୍ଦ୍ର ମଲିକ, ୱାର୍ଡ ସଭ୍ୟ ଗିଦି ଦିଗାଲ ଗ୍ରାମବାସୀ ସାମିଲ୍ ହୋଇଥିଲେ I

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories