www.samajalive.in
Monday, December 15, 2025
27.1 C
Bhubaneswar

ଧନୁଯାତ୍ରା ପାଇଁ ୧୭ରେ କଂସ ଚୟନ

ସମାଜ ଲାଇଭ୍ ଡେସ୍କ : ଆସନ୍ତା ଡିସେମ୍ବର ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଏଥିପାଇଁ ଆସନ୍ତା ୧୭ ତାରିଖରେ କଂସ ଚୟନ ହେବ ବୋଲି ବରଗଡ଼ ଧନୁଯାତ୍ରା କମିଟି ସୂଚନା ଦେଇଛି । ସୁଚନା ଅନୁସାରେ ଆଗାମୀ ୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଧନୁଯାତ୍ରା ପାଇଁ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ ହେବ । ୧୫ ଓ ୧୬ ତାରିଖରେ ବିଭିନ୍ନ ଚରିତ୍ର ପାଇଁ ଚୟନ ପ୍ରକ୍ରିୟା ହେବ । ୧୭ ତାରିଖରେ କଂସ ଚରିତ୍ର ପାଇଁ ଚୟନ ପ୍ରକ୍ରିୟା ଅନୁଷ୍ଠିତ ହେବ ।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories