www.samajalive.in
Tuesday, December 9, 2025
15.1 C
Bhubaneswar

ମାଲଗାଡି ଧକ୍କାରେ ଜଣେ ମୃତ

କଣ୍ଟାବାଞ୍ଜି – ସହର ଉପକଣ୍ଠ କୁକୁଡାହାଡ଼ ଗ୍ରାମନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ମାଲବାହୀ ଟ୍ରେନ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଏହି ଯୁବକ ଜଣଙ୍କ ରେଳ ଧାରଣା ଉପରେ ଯାଉଥିବା ବେଳେ କଣ୍ଟାବାଞ୍ଜି ପଟୁ ମୁରିବାହାଲ ଆଡକୁ ଯାଉ ଥିବା ମାଲଗାଡି ଟ୍ରେନ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଯୁବକ ଜଣଙ୍କର ମୃତ୍ୟୁ ହୋଇଥିଲା ।

ମୃତକ ଜଣଙ୍କ ମାନସିକ ବିକାରଗ୍ରସ୍ତ ବୋଲି ସୂଚନା ମିଳିଛି । ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏହାପରେ ଯୁବକଙ୍କର ପରିବାର ଲୋକଙ୍କୁ ତାଙ୍କ ଶବ ହସ୍ତାନ୍ତର କରାଯାଇଛି । ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories