www.samajalive.in
Saturday, December 6, 2025
26.1 C
Bhubaneswar

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି: ନୂଆ ବସଷ୍ଟାଣ୍ଡ ନିର୍ମାଣକୁ ବିରୋଧ କରି ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ଲାଗି ସମଲେଶ୍ୱରୀ ମାର୍କେଟ ସଂଘ ବନ୍ଦ ଡାକରା ଦେଇଛି। ନୂଆ ବସଷ୍ଟାଣ୍ଡ ନିର୍ମାଣକୁ ବିରୋଧ କରାଯାଇଥିବାବେଳେ ପୁରୁଣା ବସଷ୍ଟାଣ୍ଡକୁ ଆଧୁନିକୀକରଣ ଲାଗି ଦାବି କରାଯାଇଛି। ଶିକ୍ଷାନୁଷ୍ଠାନ ଓ ଜରୁରୀ ସେବାକୁ ଛାଡି ଆଉ ସବୁ ବନ୍ଦ ରହିଛି। ଯାନବାହନ ଚଳାଚଳ ମଧ୍ୟ ସମ୍ପୂର୍ଣ୍ଣ ଠପ୍ ହୋଇପଡିଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories