www.samajalive.in
Sunday, December 14, 2025
26.1 C
Bhubaneswar

ସମ୍ପୂର୍ଣ ଫସଲବୀମା ଓ ୫ ଦଫା ଦାବି ନେଇ ବିଜେପି କୃଷକ ମୋର୍ଚ୍ଚାର ତହସିଲ ଘେରାଉ

କଣ୍ଟାବାଞ୍ଜି: ସମ୍ପୂର୍ଣ ଫସଲ ବୀମା ଓ ୫ ଦଫା ଦାବିକୁ ନେଇ ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ଲକ୍ଷ୍ମଣ ବାଗଙ୍କ ନେତୃତ୍ୱରେ ତୁରେକେଲା ବ୍ଲକ କୃଷକ ମୋର୍ଚ୍ଚା ତରଫରୁ ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତିଙ୍କ ଉପସ୍ଥିତିରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ୫ ଦଫା ଦାବିପତ୍ର ତହସିଲଦାରଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଥିଲେ। ଆଜି ମଧ୍ୟାହ୍ନରେ ବିଜେପି କୃଷକ ମୋର୍ଚ୍ଚା ତରଫରୁ ଶତାଧିକ ଚାଷୀ ଏକ ବିରାଟ ଶୋଭାଯାତ୍ରାରେ ବାହାରି ନାରାବାଜି କରିବା ସହ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories