www.samajalive.in
Sunday, December 14, 2025
19.1 C
Bhubaneswar

ବିଜେଡ଼ିରେ ମିଶ୍ରଣ ପର୍ବ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ତୁରେକେଲା ବ୍ଲକର ୧୫ ଜଣ ଯୁବକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଜଳଧର ବାଗ ଯାଦବଙ୍କ ନେତୃତ୍ୱରେ ଘନଶ୍ୟାମ ନାଗ, ଟେମ୍ପୁ ନାଗ, ଦୁଃଖ ନାସନନାଗ, ମୋନୋଜ ବାଗ, କ୍ଷୀରମନ ପୋଡ଼, ପରମେଶ୍ବର ବାଗ, କିସମଟ କେତକୀ, ରାଜୁ ଅଦା, ପୃଥିବୀରାଜ ଗହୀର, ଖୁସିରାମ ଭୋଇ, ସୁରେନ୍ଦ୍ର ପୁଟl ପ୍ରମୁଖ କଣ୍ଟାବାଞ୍ଜି ବିଜେଡ଼ି ବରିଷ୍ଠ ନେତା ଅଜୟ ଦାସଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories