www.samajalive.in
Sunday, December 7, 2025
14.1 C
Bhubaneswar

ତୁରେକେଲା ବିଭିନ୍ନ ସ୍କୁଲ ବୁଲି ତଦାରଖ କଲେ ବିଧାୟକ

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା ଶୁକ୍ରବାର ତୁରେକେଲା ବ୍ଳକ୍‌ର ବିଭିନ୍ନ ସ୍କୁଲ ପରିଦର୍ଶନ କରିଥିଲେ । ସେ ପ୍ରଥମେ ମହଖଣ୍ଡ ବନଦୁର୍ଗା ହାଇସ୍କୁଲକୁ ଯାଇ ରୂପାନ୍ତରଣ କାମ ତଦାରଖ କରିଥିଲେ । ପରେ କୁଇବାହାଲ ପଢ଼ି ବିକାଶ ପଞ୍ଚାୟତ ହାଇସ୍କୁଲ ପରିଦର୍ଶନ କରିଥିଲେ । ସ୍କୁଲର ବିଭିନ୍ନ ସମସ୍ୟା ପଚାରି ବୁଝିବା ସହ ସେଗୁଡ଼ିକର ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଥିଲେ ।
ବିଧାୟକଙ୍କ ସହ ଜିଲ୍ଲା ପରିଷଦ ସଦସ୍ୟ କୌଶିକ ମେହେର , ବ୍ଲକ କଂଗ୍ରେସ ସଭାପତି ବାଲ  ସେଲମା , ଲଳିତ ଭଏଁ ସାଲ , ସୁବାଷ ପୁଟେଲ , ବରିଷ୍ଠ ନେତା କାର୍ତିକ ପୁଟେଲ ସହ ଅନ୍ୟ କର୍ମୀ ଉପସ୍ଥିତ ଥିଲେ ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories