www.samajalive.in
Sunday, December 14, 2025
17.1 C
Bhubaneswar

ପୁଞ୍ଜିପଥର ମନ୍ଦିର ପୂଜକ ହତ୍ୟାକାଣ୍ଡ ଘଟଣା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

କଣ୍ଟାବାଞ୍ଜି: ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଡ଼ଙ୍ଗରପଡା ଗ୍ରାମ ପଞ୍ଚାୟତର ଦନ୍ଦ୍ରା ଗ୍ରାମରେ ୨୦୧୮ ଜାନୁଆରୀ ମାସ ସନ୍ଧ୍ୟାରେ ପୁତୁରା ଅଶ୍ୱିନୀ ପାଢ଼ୀ ନିଶାଶକ୍ତ ଅବସ୍ଥାରେ ନିଜ ସାନ ବାପା ପୁଞ୍ଜିପଥର ମନ୍ଦିର ପୂଜକ ରମେଶ ପାଢ଼ୀଙ୍କୁ ଗାଁ ଦାଣ୍ଡରେ ଗୋଡେଇ ଗୋଡେଇ ଏକ ଟାଙ୍ଗିଆ ସାହାଯ୍ୟରେ ହତ୍ୟା କରିଥିଲା। କଣ୍ଟାବାଞ୍ଜି ଅତିରିକ୍ତ ଜିଲ୍ଲା ଦୌରା ଜଜ ଏହି ମାମଲାର ବିଚାର କରି ପ୍ରାୟ ୨୫ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ଏକ ଲକ୍ଷ ଟଙ୍କା ଜୋରିମାନା ଦେବାପାଇଁ ରାୟ ଶୁଣାଇଛନ୍ତି। ଅନାଦୟେ ଅତିରିକ୍ତ ୪ ବର୍ଷ ଅଧିକ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories