www.samajalive.in
Saturday, December 6, 2025
14.1 C
Bhubaneswar

ଗଞ୍ଜେଇ ଜବତ ; ଜଣେ କୋର୍ଟ ଚାଲାଣ

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ସହର ୱାର୍ଡ ନଂ. ୧୩ ସିଙ୍ଗାଲପଡାର ଜଣେ ଯୁବକ ଘରୁ ପୁଲିସ ସାଢେ ତିନି କେଜି ଗଞ୍ଜେଇ ଜବତ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଂଜୁର ହେବାରୁ ସ୍ଥାନୀୟ ସବ୍ ଜେଲ ପଠାଯାଇଥିବା ପୁଲିସ ସୂଚନା ଦେଇଛି। କଣ୍ଟାବାଞ୍ଜି ଆଇ.ଆଇ.ସି. ରଶ୍ମିତା ବେହେରା ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସଦଳବଳେ ଶନିବାର ରାତିରେ ରଘୁନାଥ ପାଣିଗ୍ରାହୀ (୩୪)ର ଘରୁ ସାଢେ ତିନି କେଜି ଗଞ୍ଜେଇ ଜବତ କରାଯାଇଛି । ଥାନାରେ କେସ ନଂ୨୭୦ ଏନ.ଡି.ପି.ଏସ. ତା.୧୦.୦୯.୨୦୨୩ରେ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଥିବା ଜଣାପଡିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories