www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରକ୍‌‌-ବୋଲେରୋ ଧକ୍କା ; ୨ ମୃତ

କଣ୍ଟାବାଞ୍ଜି : ଟ୍ରକ୍‌‌-ବୋଲେରୋ ଧକ୍କା ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ବଙ୍ଗୋମୁଣ୍ଡା ଥାନା ଫୁଗୁଡା ଛକରେ ଘଟିଛି ବୋଲି ସୋମବାର ଜଣାପଡିଛି। ଦୁର୍ଘଟଣା ପରେ ଟ୍ରକ ଚାଳକ ଫେରାର ଥିବା ସହ ୨ ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories