www.samajalive.in
Sunday, December 7, 2025
13.1 C
Bhubaneswar

ତୁରେକେଲା ପୁଲିସ ତରଫରୁ ଫ୍ଲାଗ ମାର୍ଚ୍ଚ 

କଣ୍ଟାବାଞ୍ଜି : ତୁରେକେଲା ଥାନା ଅନ୍ତର୍ଗତ ତୁରେକେଲା ବ୍ଲକ ହେଡ଼କ୍ଵାଟର, ଲର୍କି ଗ୍ରାମ ଏବଂ ଝରଣୀ ଗ୍ରାମ ପଂଚାୟତର ତେତେଲଖୁଣ୍ଟି  ଓ ଝରଣୀ ଗାଁରେ ଆଜି  ଅବାଧ ନିର୍ବାଚନ ସହିତ ଅସାମାଜିକ ତତ୍ତ୍ୱ କାର୍ଯ୍ୟକଳାପରୁ ନିବୃତ ରହିବା ପାଇଁ ପୁଲିସ ଏସଡ଼ିପିଓ ଗୌରାଙ୍ଗ ସାହୁ ଥାନା ଭାରପ୍ରାପ୍ତ ଅଧିକାରୀ ରମାକାନ୍ତ ସାହୁ ସିଆରପିଏଫ ସହକାରୀ କାମାଣ୍ଡେଣ୍ଟ ଲକମିନ୍ଦର ସିଂ ନେତୃତ୍ୱ ରେ ସ୍ଥାନୀୟ ପୁଲିସ, ଏପିଆର ଫୋର୍ସ, ହୋମଗାର୍ଡ, ସିଆରପିଏଫ ଯବାନ ଫ୍ଲାଗ ମାର୍ଚ୍ଚ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories