www.samajalive.in
Saturday, December 6, 2025
16.1 C
Bhubaneswar

ତୁରେକେଲା ବ୍ଲକରେ ନିର୍ବାଚନ ତାଲିମ

କଣ୍ଟାବାଞ୍ଜି : ତୁରେକେଲା ବ୍ଲକ ସଭା ଗୃହରେ ଆଜି ସାଧାରଣ ନିର୍ବାଚନ ୨୦୨୪ର ଲୋକସଭା ଓ ବିଧାନସଭା କ୍ଷେତ୍ର ପାଇଁ ବିଭିନ୍ନ ବିଭାଗରୁ ନିର୍ବାଚନ ଦାୟିତ୍ୱରେ ନିୟୋଜିତ ହୋଇଥବା ୧୨୧ଜଣ କର୍ମଚାରୀ ପ୍ରିଯାଇଣ୍ଡିଙ୍ଗ ଓ ପ୍ରଥମ ପୁଲିଙ୍ଗ ଅଧିକାରୀଙ୍କୁ ତାଲିମ ଦିଆଯାଇଛି। ଏହି ତାଲିମ ଶିବିରରେ ମାଷ୍ଟର ଟ୍ରେନର ଭାବେ ତୁରେକେଲା କଲେଜର ୩ ଅଧ୍ୟାପକ ମୃତ୍ୟୁଞ୍ଜୟ ପାଣିଗ୍ରାହୀ, ଦିଲିପ କୁମାର ପ୍ରଧାନ, ମାନସ କୁମାର ନାଗ, ବିଡ଼ିଓ ଶଙ୍କର୍ଷଣ ବେହେରା, କଲ୍ୟାଣ ସମ୍ପ୍ରସାରଣ ଅଧିକାରୀ ସ୍ମୁତିରଞ୍ଜନ ସାହୁ ତାଲିମ ପ୍ରଦାନ କରିଥିବା ବେଳେ, ଆସନ୍ତା କାଲି ମଧ୍ୟ ଅବଶିଷ୍ଟ ୧୨୧ଜଣଙ୍କୁ ତାଲିମ ଦିଆଯିବ ବୋଲି ନିର୍ବାଚନ ଦାୟିତ୍ୱରେ ନିୟୋଜିତ ଥିବା ଜିପିଇଓ ଗଜାନନ ନାଏକଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories