www.samajalive.in
Monday, December 8, 2025
14.1 C
Bhubaneswar

ଲକ୍ଷ୍ମଣ ବାଗ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ 

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବିଧାନସଭା କ୍ଷେତ୍ର ସାଧାରଣ ନିର୍ବାଚନ ରେ ବିଧାୟକ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦିତା ପାଇଁ ବିଜେପି ପ୍ରାର୍ଥୀ ଭାବେ ଲକ୍ଷ୍ମଣ ବାଗ ଆଜି ତାଙ୍କ ସମର୍ଥକଙ୍କ ସହ ଟିଟିଲାଗଡ଼ ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ରେ କଣ୍ଟାବାଞ୍ଜି ବିଧାନ ସଭାର ରିଟର୍ନିଙ୍ଗ ଅଧିକାରୀ ପବିତ୍ର ମୋହନ ବେହେରାଙ୍କ ନିକଟରେ ନିଜର ୨ ସେଟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।
ପୃଥକ ନାମାଙ୍କନ ସେଟରେ ସନ୍ଦୀପ ଅଗ୍ରୱାଲ, ନୀଳକଣ୍ଠ ଶତପଥି ପ୍ରସ୍ତାବକ ଥିବା ନିର୍ବାଚନ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ଗତ ୨୬ତାରିଖ ରେ ନିର୍ବାଚନ ବିଜ୍ଞପ୍ତି ପ୍ରକାଶପରେ ଆଜି ଆଜି ଚତୁର୍ଥ ଦିବସରେ ବିଜେପି ପ୍ରାର୍ଥୀ ବାଗ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ, ଏହି ଦ୍ଵିତୀୟ ପର୍ଯାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିବସ ଆସନ୍ତା ମେ ମାସ ୩ ତାରିଖ ଥିବା ନିର୍ବାଚନ କମିଶନଙ୍କ ଗେଜେଟ ନୋଟିଫିକେସନ ରେ ପ୍ରକାଶ ପାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories