www.samajalive.in
Saturday, December 6, 2025
26.1 C
Bhubaneswar

ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ଠାରୁ ଟଙ୍କା

କଣ୍ଟାବାଞ୍ଜି : ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ଠାରୁ ଦୁର୍ବୃତ୍ତ ଲୁଟି ନେଲେ ହଜାର ହଜାର ଟଙ୍କା। ଗୁରୁବାର ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ଠାରୁ ୫୦ ହଜାର୍ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଘଟିଛି ବଙ୍ଗୋମୁଣ୍ଡା ଏସବିଆଇରୁ ଟଙ୍କା ଉଠାଣ କରି ଫେରିବା ବେଳେ। ପଲସରରେ ଆସି ୩ ମୁଖାପିନ୍ଧା ଦୁର୍ବୃତ୍ତ ଟଙ୍କା ନେଇ ଫେରାର ହୋଇ ଯାଇଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories