www.samajalive.in
Sunday, December 14, 2025
16.1 C
Bhubaneswar

କଣ୍ଟାବାଞ୍ଜି ବିକାଶ ପରିଷଦ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିକାଶ ପରିଷଦ ତୁରେକେଲା ଶାଖା ଆନୁକୁଲ୍ୟରେ ଢ଼ୋଲମାନଦଲ ପଞ୍ଚାୟତର ଯୁବକ ମାନଙ୍କୁ ନେଇ ଅନୁଷ୍ଠିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବରିଷ୍ଠ ବିଜେଡି ନେତା ଅଜୟ ଦାସ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଅଶୋକ ପରାଭୋଇ, ଚରଣ ନାୟକ, ଚରଣ ଧାରୁଆ, ଦୟାନିଧି ମାଝୀ, ରମେଶ ବନଗୁଳା, କ୍ଷୀର ସାଗର ଧରୁଆ, ସୋମନାଥ ଜଗତ, ନରୋତ୍ତମ ଧାରୁଆ, କୈଳାଶ ମାଝୀ, ଗୁଣନିଧି ନାୟକ, ଭୀଷ୍ମ ପରା ଭୋଇ, ଟିକଚନ ମାଝୀ, ଚଉବନ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।

ଗୁଳି ଫୁଟାଇ ଦିବାଲୋକରେ ୧୨ ଲକ୍ଷ ଲୁଟ୍

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories