www.samajalive.in
Saturday, December 6, 2025
16.1 C
Bhubaneswar

ପିକଅପ ଭ୍ୟାନ ଓଲଟି ଜଣେ ଗୁରୁତର, ୫ଆହତ

କଣ୍ଟାବାଞ୍ଜି : ଆଜି ସକାଳେ କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ କନ୍ଦ ବାହାଲ ଛକ ନିକଟରେ ଏକ ପରିବା ବୋଝେଇ ପିକଅପ ଭ୍ୟାନ ଭାରସାମ୍ୟ ହରାଇ ରାସ୍ତା କଡ ଚାଷଜମିକୁ ଖସି ଯାଇ ଓଲଟି ପଡିଥିଲା। ଏହି ପିକଅପ ଭ୍ୟାନରେ ଥିବା ପରିବା ବ୍ୟବସାୟୀ ରାଧେ ସତନାମୀ ଗୁରୁତର ହୋଇଥିବା ବେଳେ, ଅନ୍ୟ ୫ ଜଣ ଆହତ ହୋଇଥିବା ଜଣାପଡିଛି। କଣ୍ଟାବାଞ୍ଜିରୁ ପରିବା ବୋଝେଇ କରି ସିନ୍ଧିକେଲା ବଜାରକୁ ବିକ୍ରୟ କରିବା ପାଇଁ ଯାଉଥିଲେ। ଖବର ପାଇଁ କଣ୍ଟାବାଞ୍ଜି ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

ଫ୍ଲିପକାର୍ଟ ସେଲ୍‌ ; ଟିଭି, ଫ୍ରିଜ୍‌, ଫୋନରେ ୬୦ ପ୍ରତିଶତ ପର୍ଯ୍ୟନ୍ତ ରିହାତି..

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories